1 ମାସ ସକାଳୁ ଖାଲି ପେଟରେ ବାଦାମ ଖାଇଦିଅନ୍ତୁ – ମୂଳରୁ ଶେଷ ହୋଇଯିବ ଏହି ରୋଗ

ନମସ୍କାର ବନ୍ଧୁଗଣ ଆପଣ ମାନେ ଦୈନଦିନ ଜୀବନରେ ଅନେକ ପ୍ରକାରର ଖାଦ୍ୟ ଖାଉଥୁବେ ଏବଂ ଅନେକ କାର୍ଯ୍ୟ ମଧ୍ୟ କରୁଥିବେ । ପ୍ରାୟତଃ ସମସ୍ତେ ବାହାର ଏବଂ ହୋଟେଲରେ ମସଲା ଜାତୀୟ ଖାଦ୍ୟ ଖାଇବା କୁ ବେଶୀ ପସନ୍ଦ କରିଥାନ୍ତି । ଏବଂ ଘର ଖାଇବାକୁ ଅଳ୍ପ ଖାଆନ୍ତି ଏବଂ ପସନ୍ଦ ମଧ୍ୟ କରନ୍ତି ନାହିଁ । କିନ୍ତୁ ବାହାର କିମ୍ବା ହୋଟେଲ ରେ ଯେଉଁ ଖାଦ୍ୟ ଆମକୁ ଦିଆଯାଏ ସେଥିରେ ଅନେକ ପ୍ରକାରର କେମିକଲ ଥାଏ ଏବଂ ବାସୀ ମଧ୍ୟ ଥାଏ । ଏବଂ ତା ଛଡା ସେ ଯେଉଁ ତେଲ ରେ ପ୍ରସ୍ତୁତ ହୋଇଥାଏ ତାହା ମଧ୍ୟ ଖ-ରା-ପ ତେଲ ଥାଏ । ଏବଂ ସେହି ତେଲ ରେ ପ୍ରସ୍ତୁତ ଖାଦ୍ୟ କୁ ଖାଇ ଆମେ ଅନେକ ରୋଗରେ ପୀ-ଡ଼ି-ତ ହୋଇଥାଉ ।

ଏବଂ ଆମ ର-କ୍ତ ମଧ୍ୟ ଅଶୁଦ୍ଧ ହୋଇ ଥାଏ । ଯାହା ଦ୍ୱାରା ଆମ ପାଚନ ନଳୀ ମଧ୍ୟ ଖ-ରା-ପ ହୋଇଯାଏ ଏବଂ ଖାଦ୍ୟ ସଠିକ ଭାବରେ ହଜମ ହୁଏ ନାହିଁ । ଏବଂ ତା ଯୋଗୁଁ ଯେତେ ଖାଦ୍ୟ ଖାଇଲେ ମଧ୍ୟ ଆପଣଙ୍କ ଦେହ ରେ ଲାଗେ ନାହିଁ । ଏବଂ ଆପଣ ଦୁ-ର୍ବ-ଳ ହୋଇ ଯାଆନ୍ତି । ଏବଂ ସ୍ୱାସ୍ଥ୍ୟ ଖ-ରା-ପ ହେଲେ ମାନସିକ ସ୍ଥିତି ମଧ୍ୟ ଖ-ରା-ପ ହୋଇ ଯାଏ । ଏବଂ କୌଣସି କାର୍ଯ୍ୟ କରିବାରେ ମନ ଲାଗେ ନାହିଁ । ତେବେ ଏହି ରୋଗରୁ ମୁ-କ୍ତି ପାଇଁ ଆମେ ଅନେକ ଔଷଧ ଖାଇଥାଉ । ଏବଂ ଅଧିକ ଔଷଧ ଖାଇବା ଦ୍ୱାରା ତାର ଓଲଟା ପ୍ରଭାବ ବି ସ୍ୱାସ୍ଥ୍ୟ ରେ ପକାଇ ଥାଏ ।

ତେଣୁ ଚାଲନ୍ତୁ ଜାଣିନେବା କିପରି ଏହି ରୋଗରୁ ମୁ-କ୍ତି ପାଇଁ ଆମେ ଘରୋଇ ଉପଚାର ବ୍ୟବହାର କରି ପାରିବା । ତେବେ ଏପରି କିଛି ଜିନିଷ ଅଛି ଯାହାକୁ ଆମେ ରାତିରେ ଭିଜେଇ ସକାଳେ ସେବନ କରିବା ଦ୍ୱାରା ଆମର ସମସ୍ତ ସମସ୍ୟା ଦୂର ହୋଇଥାଏ ତେବେ ଆଜି ଆମେ ବାଦାମ କୁ ଭିଜେଇ ଖାଇବା ଦ୍ୱାରା କି ପ୍ରକାର ର ଲାଭ ମିଳି ଥାଏ ସେ ବିଷୟରେ ଆଲୋଚନା କରିବା ।
ତେବେ ଯେଉଁ ମାନଙ୍କ ର କେଶ ଝଡ଼ିବା ଉପୁଡିବା କିମ୍ବା ଚନ୍ଦା ହୋଇଯିବା କେଶ ଦୁ-ର୍ବ-ଳ ହୋଇ ଯିବା ଆଦି ସମସ୍ୟା ଦେଖା ଦେଲେ ।




