ଅପରାଧ
କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କଲା ପୁଲିସ – Kalinga News

[ad_1]
ମୋହନା: ଗଜପତି ଜିଲ୍ଲା ମୋହନା ଅଞ୍ଚଳରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କରିଛି ପୁଲିସ ଓ ବନ ବିଭାଗ। ଗଜପତି ଆରକ୍ଷୀ ଅଧୀକ୍ଷକଙ୍କ ନିର୍ଦେଶରେ ମୋହନା ବ୍ଲକ୍ ଅନ୍ତର୍ଗତ ସିକୁଳିପଦର ପଞ୍ଚାୟତ ଅଲଣ୍ଡା ଜଙ୍ଗଲରେ ମୋହନା ପୁଲିସ, ରାଜସ୍ବ ଓ ବନ ବିଭାଗ ମିଳିତ ଭାବେ ଚଢ଼ଉ କରି ଗଞ୍ଜେଇ ଚାଷ ନଷ୍ଟ କରିଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp

୬୨ ଏକର ଜଙ୍ଗଲ ଜମିରେ ହୋଇଥିବା ଗଞ୍ଜେଇ ଚାଷକୁ ନଷ୍ଟ କରାଯାଇଥିବା ନେଇ ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। ଏହି ମାମଲାରେ ଦୁଇଜଣଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇଛି।
[ad_2]




