ଦେଶ- ବିଦେଶ

ରାଜ୍ୟପାଳ-ନୀତୀଶଙ୍କ ସାକ୍ଷାତକୁ ନେଇ ଜୋରଦାର ଚର୍ଚ୍ଚା – Kalinga News

[ad_1]

ପାଟନା : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜି ଅତ୍ୟନ୍ତ ଅପ୍ରତ୍ୟାଶିତ ଭାବେ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ବନାଥ ଆର୍ଲେକରଙ୍କୁ ଭେଟିଛନ୍ତି। ନୀତୀଶଙ୍କ ସହିତ ଅର୍ଥମନ୍ତ୍ରୀ ବିଜୟ ଚୌଧୁରୀ ମଧ୍ୟ ରାଜଭବନ ଯାଇଥିଲେ। ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳଙ୍କ ମଧ୍ୟରେ ଆଜି ଦୀର୍ଘ ପ୍ରାୟ ୪୦ ମିନିଟ୍ ଧରି ଆଲୋଚନା ହୋଇଥିଲା। ବିଶ୍ବବିଦ୍ୟାଳୟ ଗୁଡ଼ିକରେ କୁଳପତି ନିଯୁକ୍ତି ସଂପର୍କରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିବା କୁହାଯାଉଥିଲେ ମଧ୍ୟ ଏ ନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ। ରାଜ୍ୟପାଳଙ୍କୁ ଭେଟିବା ପୂର୍ବରୁ ନୀତୀଶ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button