ଦେଶ- ବିଦେଶ

ଆଉ ୩ ଜଣଙ୍କୁ ଭାରତରତ୍ନ – Kalinga News

[ad_1]

ନୂଆଦିଲ୍ଲୀ : ଆଉ ୩ ବିଶିଷ୍ଟ ବ୍ୟକ୍ତି ପାଇବେ ଭାରତ ରତ୍ନ I ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ବଡ ଘୋଷଣା କରାଯାଇଛି । ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହ, ପିଭି ନରସିଂହା ରାଓ ଏବଂ କୃଷି ବୈଜ୍ଞାନିକ ତଥା ସବୁଜ ବିପ୍ଳବର ଜନକ ଏମଏସ୍ ସ୍ୱାମୀନାଥନଙ୍କୁ ମରଣୋତ୍ତୋର ଭାବରେ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନରେ ସମ୍ମାନିତ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଏକ୍ସରେ ଏହି ସୂଚନା ଦେଇଛନ୍ତି ।

ର୍ବରୁ ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜ ସେବୀ କର୍ପୂରୀ ଠାକୁର ଏବଂ ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନରେ ସମ୍ମାନିତ କରିବା ନେଇ ଘୋଷଣା କରିଥିଲେ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button