ରାଜ୍ୟ
ବିଜେଡି ଛାଡିଲେ ଦେବାଶିଷ ନାୟକ – Kalinga News

[ad_1]
ବିଜେଡି ଛାଡିଲେ ଦେବାଶିଷ ନାୟକ । ବରିର ପୂର୍ବତନ ବିଧାୟକ ଦେବାଶିଷ ନାୟକ ବିଜେଡିରୁ ଇସ୍ତଫା ଦେଇଛନ୍ତି ।

ବିଜେଡି ଛାଡିଲେ ଦେବାଶିଷ ନାୟକ । ବରିର ପୂର୍ବତନ ବିଧାୟକ ଦେବାଶିଷ ନାୟକ ବିଜେଡିରୁ ଇସ୍ତଫା ଦେଇଛନ୍ତି । ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ଏନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖରୁ ପଠାଇଛନ୍ତି ଇସ୍ତଫାପତ୍ର । ୨୦୧୯ରେ ବିଜେଡି ତାଙ୍କୁ ପାର୍ଥୀ କରି ନଥିଲା ।
[ad_2]