ରାଜନୀତି
ୟୁପିରେ ରାଜ୍ୟସଭା ଭୋଟ୍ ଆରମ୍ଭ: ମୁଖ୍ୟ ସଚେତକ ପଦରୁ ଇସ୍ତଫା ଦେଲେ ମନୋଜ ପାଣ୍ଡେ – Kalinga News

[ad_1]
ନୂଆଦିଲ୍ଲୀ: ଦେଶର ୧୫ଟି ରାଜ୍ୟରେ ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ଏହି ନିର୍ବାଚନରେ ୫୬ଟି ରାଜ୍ୟସଭା ଆସନରେ ନୂଆ ସଦସ୍ୟ ମିିଳିବେ, ସେଥିମଧ୍ୟରୁ ୪୧ଟି ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇସାରିଛି। ଅବଶିଷ୍ଟ ୧୫ଟି ଆସନ ପାଇଁ ଆଜି ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ମତଦାନ ହେବ। ଏହାପରେ ଅପରାହ୍ନ ୫ଟାରୁ ଭୋଟ ଗଣତି ଆରମ୍ଭ ହୋଇ ବିଳମ୍ବିତ ସନ୍ଧ୍ୟା ସୁଦ୍ଧା ଫଳାଫଳ ପ୍ରକାଶ ପାଇବ।

Sambad is now on WhatsApp
Join and get latest news updates delivered to you via WhatsApp
ରାଜ୍ୟସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶରେ ମତଦାନ ମଧ୍ୟରେ ଅଖିଳେଶ ଯାଦବଙ୍କ ଦଳର ବିଧାୟକ ମନୋଜ ପାଣ୍ଡେ ଦଳର ମୁଖ୍ୟ ସଚେତକ ପଦରୁ ଇସ୍ତଫା ଦେଇଛନ୍ତି।
[ad_2]