ଅପରାଧ

ଇଡିରେ ହାଜର ହେଲେ ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ – Kalinga News

[ad_1]

ଭୁବନେଶ୍ବର: ଇଡିରେ ହାଜର ହେଲେ ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ। ବରପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ଜେରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି ସେ। ପ୍ରଫୁଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ଇଡିରେ ହାଜର ହେବାକୁ ନୋଟିସ୍ ହୋଇଥିଲା। ଏହାକୁ ନେଇ ସେ ଆଜି ଇଡିରେ ହାଜର ହୋଇଛନ୍ତି।

ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍ ଚଢ଼ଉ କରିଥିଲା । ଭୁବନେଶ୍ୱର ଓ ଭଦ୍ରକର ଏକାଧିକ ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍ ଚଢ଼ଉ କରିଥିଲେ। ଏହି ସମୟରେ ଗୋଟିଏ କାର ସହ ୯ଲକ୍ଷ ଟଙ୍କା ଜବତ କରିଥିଲା ଇଡି।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button