ରାଜ୍ୟ

ବିଜୁ ବାବୁଙ୍କୁ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ – Kalinga News

[ad_1]

ବିଜୁ ବାବୁଙ୍କୁ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ। ବିଜୁଙ୍କ ଦୂରଦର୍ଶୀ ନେତୃତ୍ବ ଓ ଅଦମ୍ୟ ମନୋବଳ ଏବେ ବି ପ୍ରେରଣା ଦେଉଛି ବୋଲି ଟ୍ବିଟ୍ କରିଛନ୍ତି ନରେନ୍ଦ୍ର ମୋଦି। ଦେଶ ପାଇଁ ବିଜୁ ବାବୁଙ୍କ ଅବଦାନ ଓ ବିକାଶ ପ୍ରତି ଅତୁଟ ପ୍ରତିବଦ୍ଧତା ଉଦାହରଣୀୟ ବୋଲି କହିଛନ୍ତି  ।

ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଧୁନିକ ଓଡ଼ିଶାର ନିର୍ମାତା, ମହାନ ସ୍ବାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙକ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ସବୁ ବର୍ଗର ଲୋକଙ୍କୁ ନେଇ ବିକାଶକୁ ବଳିଷ୍ଠ କରିବା ଲାଗି ଆଙ୍କିଥିଲେ ନକ୍ସା ଏବଂ ମଧ୍ୟ ଆମକୁ ବାଟ ଦେଖାଉଛି। ସେହି ବିକାଶ ପୁରୁଷଙ୍କ ଅବଦାନକୁ ମନେ ପକାଇ ଓଡ଼ିଆ ଜାତୀୟତାର ପରିଚୟକୁ ଆହୁରି ଗୌରବାନ୍ବିତ କରିବା। ନୂଆ ଓଡ଼ିଶା ଗଠନର ସଂକଳ୍ପକୁ ଆହୁରି ଦୃଢ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ।

The post ବିଜୁ ବାବୁଙ୍କୁ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ appeared first on KNews Odisha.

[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button