ଅପରାଧ

ପୁଲିସ ଇନଫର୍ମର ସନ୍ଦେହରେ ଦମ୍ପତିଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ – Kalinga News

[ad_1]

ଫୁଲବାଣୀ: ପଡ଼ୋଶୀ ଛତିଶଗଡ଼ ପରେ ଏବେ ଓଡ଼ିଶାରେ ଲାଲ ଆତଙ୍କ। ଫୁଲବାଣୀରେ ମାତିଲେ ମାଓବାଦୀ। ପୁଲିସ ଇନଫର୍ମର ସନ୍ଦେହରେ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି।

ସଲାଗୁଡ଼ା ପଞ୍ଚାୟତ କୁସେରି ଗାଁରେ ମାଓବାଦୀମାନେ ଏଭଳି ବର୍ବର କାଣ୍ଡ ଘଟାଇଛନ୍ତି। ସ୍ୱାମୀ ଦାହିରା କହଁର ଓ ସ୍ତ୍ରୀ ବତାସି କହଁରଙ୍କୁ ହତ୍ୟା କରିଥିବା ସୂଚନା ରହିଛି, ପୁଲିସ ଯାହାର ତଦନ୍ତ କରୁଛି।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button