ରାଜନୀତି

ଇଲେକ୍ଟୋରାଲ ବଣ୍ଡ ଡାଟା ଅପଲୋଡ୍ କଲେ ନିର୍ବାଚନ ଆୟୋଗ – Kalinga News

[ad_1]

ନୂଆଦିଲ୍ଲୀ: ଭାରତୀୟ ନିର୍ବାଚନ ଆୟୋଗ ଇଲେକ୍ଟୋରାଲ ବଣ୍ଡ ସମ୍ପର୍କିତ ସୂଚନା ସାର୍ବଜନୀନ କରିଛନ୍ତି। ଆୟୋଗ ପକ୍ଷରୁ ୱେବସାଇଟରେ ଇଲେକ୍ଟୋରାଲ ବଣ୍ଡ ଡାଟା ଅପଲୋଡ୍ କରାଯାଇଛି। ନିର୍ବାଚନ ଆୟୋଗ କହିଛନ୍ତି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ(ଏସବିଆଇ) ୧୨ ମାର୍ଚ୍ଚ ୨୦୨୪ରେ ନିର୍ବାଚନ ଆୟୋଗଙ୍କୁ ଇଲେକ୍ଟୋରାଲ ବଣ୍ଡ ଡାଟା ଉପଲବ୍ଧ କରାଇଥିଲା। ଗୁରୁବାର ନିର୍ବାଚନ ଆୟୋଗ ଏହି ଡାଟାକୁ ଅପଲୋଡ୍ କରିଛନ୍ତି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button