ଅପରାଧ

ପୁରୀରେ ପୁଣି ବୋମାମାଡ଼: ୪ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି – Kalinga News

[ad_1]

ପୁରୀ: ପୁରୀରେ ପୁଣି ବୋମାମାଡ଼। ବାଲିଘାଟ ନିକଟ ଭୁଦାନ ଛକରେ ବୋମାମାଡ଼ ହୋଇଛି । ସୁବ୍ରତ କୁମାର ଦୀକ୍ଷିତଙ୍କ ଗାଡ଼ି ୱାର୍କସପ୍ ଉପରକୁ ବୋମାମାଡ଼ କରାଯାଇଛି। ଦୁଇ ଜଣ ଦୁର୍ବୃତ୍ତ ବାଇକରେ ଆସି ବୋମାମାଡ଼ କରିଥିବା ସୂଚନା ମିଳିଛି। ୱାର୍କସପରେ କାମ କରୁଥିବା ଚାରିଜଣ କର୍ମଚାରୀ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଳବଣିଆ ପୁଲିସ ଘଟଣାର ଛାନଭିନ୍ ଆରମ୍ଭ କରିଛି ।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button