ଅପରାଧ

ନକଲି ବିଦେଶୀ ମଦ ଜବତ, ତିନି ଗିରଫ – Kalinga News

[ad_1]

ରାଉରକେଲା: ରାଉରକେଲା ଅବକାରୀ ପୁଲିସ ସେକ୍ଟର ୨ ଅଞ୍ଚଳରୁ ୭୨ ଲିଟର ନକଲି ବିଦେଶୀ ମଦ ଜବତ କରିବା ସହ ଅଟୋ ଓ ବାଇକ୍ ଜବତ କରିଛି। ୯୬ ବୋତଲ ନକଲି ନା ବିଦେଶୀ ମଦ ଜବତ କରିବା ସହିତ ତିନି ଜଣଙ୍କୁ ଗିରଫ କରାଯାଇଛି।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button