ଖେଳ ଖବର

ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପାଇଁ ବିଜୟ ଲକ୍ଷ୍ୟ ୧୭୭ ରନ୍ – Kalinga News

[ad_1]

ବେଙ୍ଗାଲୁରୁ: ଆଇପିଏଲ୍ ୨୦୨୪ର ଷଷ୍ଠ ମ୍ୟାଚ୍ ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଏବଂ ପଞ୍ଜାବ କିଙ୍ଗ୍ସ(ପିବିକେଏସ୍) ସୋମବାର କର୍ଣ୍ଣାଟକର ବେଙ୍ଗାଲୁରୁର ଏମ୍ ଚିନ୍ନାସ୍ବାମୀ ଷ୍ଟାଡିୟମରେ ମୁହାଁମୁହିଁ ହୋଇଛନ୍ତି।
ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଅଧିନାୟକ ଫାଫ୍ ଡୁ ପ୍ଲେସିସି ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶିଖର ଧାୱନଙ୍କ ନେତୃତ୍ବରେ ‌ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା।
ଧାର୍ଯ୍ୟ ୨୦ ଓଭରରେ ପଞ୍ଜାବ କିଙ୍ଗ୍ସ ୬ ୱିକେଟରେ ୧୭୬ ରନ୍ କରିଛି। ଫଳରେ ବେଙ୍ଗାଲୁରୁ ପାଇଁ ବିଜୟ ଲକ୍ଷ୍ୟ ୧୭୭ ରନ୍ ରହିଛି।

ପଞ୍ଜାବ କିଙ୍ଗ୍ସ ପକ୍ଷରୁ ଶିଖର ଧାୱନ ୩୭ ବଲରେ ୪୫ ରନ୍ କରିଥିବାବେଳେପ୍ରଭସିମରନ୍ ସିଂ ୧୭ ବଲରେ ୨୫ , ସାମ୍ କୁରେନ୍ ୧୭ ବଲରେ ୨୩, ଜିତେଶ ଶର୍ମା ୨୦ ବଲରେ ୨୭ ରନ୍ କରିଥିଲେ।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button