ଅପରାଧ
କୂଅରୁ ପାଣି ଉଠାଇବାକୁ କେନ୍ଦ୍ର କରି ଗାଁରେ ବୋମାମାଡ଼ – Kalinga News

[ad_1]
ପୁରୀ: ପୁରୀ ଜିଲ୍ଲା ଡେଲାଙ୍ଗ ଟାଙ୍ଗୀ ଭଂସର ଗାଁରେ ବୋମାମାଡ଼ ହୋଇଥିବାର ଖବର ମିଳିଛି। କୂଅରୁ ପାଣି ଉଠାଇବାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହେବା ପରେ ବୋମାମାଡ଼ ହୋଇଥିବା ସୂଚନା ରହିଛି। ଘଟଣାସ୍ଥଳରେ ଡେଲାଙ୍ଗ ଥାନା ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ବୋମାମାଡ଼ରେ କୌଣସି କ୍ଷୟକ୍ଷତିର ସୂଚନା ନାହିଁ। ଏହି ଘଟଣାରେ ପୁଲିସ ୪ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।
[ad_2]