ଖେଳ ଖବର

ଟସ୍ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ : ପ୍ରଥମେ ବୋଲିଂ – Kalinga News

[ad_1]

ହାଇଦ୍ରାବାଦ୍: ଆଇପିଏଲ୍ ୨୦୨୪ର ଅଷ୍ଟମ ମ୍ୟାଚ୍ ରେ ବୁଧବାର ସନରାଇଜର୍ସ ହାଇଦ୍ରାବାଦ୍ (ଏସଆରଏଚ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ମୁହାଁମୁହିଁ ହୋଇଛନ୍ତି। ହାଇଦ୍ରାବାଦ୍ ର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍ ରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସନରାଇଜର୍ସ ହାଇଦ୍ରାବାଦ୍ ଅଧିନାୟକ ପ୍ୟାଟ୍ କୁମିନ୍ସ ଙ୍କ ନେତୃତ୍ବରେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଛି।

 

 



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button