ଖେଳ ଖବର

ରାଜସ୍ଥାନର ବୋଲିଂ ଆଗରେ ମୁମ୍ବାଇ ଇଣ୍ଡିଆନ୍ସର ଟପ୍ ଅର୍ଡର ଧରାଶାୟୀ, ୧୨୫ ରନ୍‌ରେ ଅଟକିଲା ଦଳ – Kalinga News

[ad_1]

ମୁମ୍ବାଇ: ଆଇପିଏଲ୍‌ ୨୦୨୪ର ୧୪ ତମ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଏବଂ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍) ସୋମବାର ମୁହାଁମୁହିଁ ହୋଇଛନ୍ତି। ମୁମ୍ବାଇର ୱାଙ୍ଖଡ଼େ ଷ୍ଟାଡ଼ିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ସଞ୍ଜୁ ସାମସନ୍ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ।

ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ବରେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଦଳର ଟପ୍ ଅର୍ଡର ରାଜସ୍ଥାନର ବୋଲିଂ ଧରାଶାୟୀ ହୋଇଯାଇଥିଲେ। ମୁମ୍ବାଇ ଇଣ୍ଡିଆନ୍ସ ଧାର୍ଯ୍ୟ ୨୦ ଓଭରରେ ୯ ୱିକେଟ ହରାଇ ୧୨୫ ରନ୍‌ କରିଛି। ଫଳରେ ରାଜସ୍ଥାନ ରୟାଲ୍ସ ପାଇଁ ବିଜୟ ଲକ୍ଷ୍ୟ ୧୨୬ ରନ୍ ରହିଛି।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button