ରାଜନୀତି

୧୧୨ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେପି: ଚାନ୍ଦବାଲିରୁ ଲଢ଼ିବେ ରାଜ୍ୟ ସଭାପତି ମନମୋହନ ସାମଲ – Kalinga News

[ad_1]

ଭୁବନେଶ୍ବର: ୨୦୨୪ ବିଧାନସଭା ନିର୍ବାଚନ ପାଇଁ ବିଜେପି ୧୧୨ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ବଳକା ୩୫ ଆସନରେ ବିଜେପି ପ୍ରାର୍ଥୀ ଘୋଷଣା କରିନାହିଁ। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଦଳ ଏଥର ପୁଣି ଚାନ୍ଦବାଲିରୁ ପ୍ରାର୍ଥୀ କରିଛି। ଏଣେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ସମ୍ବଲପୁରରୁ ପୁଣି ଲଢ଼ିବେ।

ଏଣେ ତଳସରାରୁ ଭବାନୀଶଙ୍କର ଭୋଇ, ସୁନ୍ଦରଗଡ଼ରୁ କୁସୁମ ଟେଟେ, ବୀରମିତ୍ରପୁରରୁ ଶଙ୍କର ଓରାମ, ରଘୁନାଥପାଲୀରୁ ଦୁର୍ଗା ଚରଣ ତନ୍ତୀ, ରାଜଗାଙ୍ଗପୁରରୁ ନରସିଂହ ମିଞ୍ଜ, ବଣାଇରୁ ସେବତୀ ନାଏକ, କୁଚିଣ୍ଡାରୁ ରବି ନାରାୟଣ ନାଏକ, ରେଙ୍ଗାଲିରୁ ନାଉରୀ ନାଏକ, ରେଢ଼ାଖୋଲରୁ ଦେବେନ୍ଦ୍ର ମହାପାତ୍ର, ଦେବଗଡ଼ରୁ ସୁବାସ ପାଣିଗ୍ରାହୀ, ଆନନ୍ଦପୁରରୁ ଆଲୋକ ସେଠୀ, କେନ୍ଦୁଝରରୁ ମୋହନ ମାଝୀ, ଯଶୀପୁରରୁ ଗଣେଶରାମ ସିଂ ଖୁଣ୍ଟିଆ, ଉଦଳାରୁ ଭାସ୍କର ମଢ଼େଇ, ବଡ଼ସାହିରୁ ସନାତନ ବିଜୁଳି, ବାରିପଦାରୁ ପ୍ରକାଶ ସୋରେନ, ମୋରଡ଼ାରୁ କୃଷ୍ଣଚନ୍ଦ୍ର ମହାପାତ୍ର, ଜଳେଶ୍ବରରୁ ବ୍ରଜ ପ୍ରଧାନ, ବାଲେଶ୍ବରରୁ ମାନସ ଦତ୍ତ, ରେମୁଣାରୁ ଗୋବିନ୍ଦ ଦାସ, ସୋରରୁ ରାଜେନ୍ଦ୍ର ଦାସ, ସିମୁଳିଆରୁ ପଦ୍ମଲୋଚନ ପଣ୍ଡା, ଭଦ୍ରକରୁ ସୀତାଂଶୁ ଶେଖର ମହାପାତ୍ର, ଧାମନଗରରୁ ସୂର୍ଯ୍ୟବଂଶୀ ସୂରଜ, ବିଂଝାରପୁରରୁ ବବିତା ମଲ୍ଲିକ, ବଡ଼ଚଣାରୁ ଅମର ନାୟକ, ଧର୍ମଶାଳାରୁ ସ୍ମୃତିରେଖା ପହି, ଯାଜପୁରରୁ ଗୌତମ ରାୟ, କୋରେଇରୁ ଆକାଶ ଦାସ ନାୟକ, ସୁକିନ୍ଦାରୁ ପ୍ରଦୀପ ବଳସାମନ୍ତ, ଢେଙ୍କାନାଳରୁ କୃଷ୍ଣଚନ୍ଦ୍ର ପାତ୍ର, କାମାକ୍ଷାନଗରରୁ ଶତ୍ରୁଘ୍ନ ଜେନା, ପରଜଙ୍ଗରୁ ବିଭୁତି ଭୂଷଣ ପ୍ରଧାନ, ପାଲଲହଡ଼ାରୁ ଅଶୋକ ମହାନ୍ତି, ତାଳଚେରରୁ କାଳିନ୍ଦୀ ସାମଲ, ଛେଣ୍ଡିପଦାରୁ ଅଗସ୍ତୀ ବେହେରା, ଆଠମଲ୍ଲିକରୁ ସଂଜୀବ ସାହୁ, ବୀରମହାରାଜପୁରରୁ ରଘୁନାଥ ଜଗଦଳା, ସୋନପୁରରୁ ପ୍ରମୋଦ ମହାପାତ୍ର, ଲୋଇସିଂହାରୁ ମୁକେଶ ମହାଲିଙ୍ଗ, ବଲାଙ୍ଗୀରରୁ ଗୋପାଳଜୀ ପାଣିଗ୍ରାହୀ, ଟିଟିଲାଗଡ଼ରୁ ନବୀନ ଜୈନ, କଣ୍ଟାବାଞ୍ଜିରୁ ଲକ୍ଷ୍ମଣ ବାଗ, ନୂଆପଡ଼ାରୁ ଅଭିନନ୍ଦନ ପଣ୍ଡା, ଖଡ଼ିଆଳରୁ ହିତେଶ ବଗର୍ତ୍ତୀ, ଉମରକୋଟରୁ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁରରୁ ଗୌରୀଶଙ୍କର ମାଝୀ, ଲାଞ୍ଜିଗଡ଼ରୁ ରମେଶ ମାଝୀ, ଜୁନାଗଡ଼ରୁ ମନୋଜ ମେହେର, ଧର୍ମଗଡ଼ରୁ ସୁଧୀର ପାଟ୍ଟଯୋଶୀ ଓ ଦିଗପହଣ୍ଡିରୁ ସିଦ୍ଧାନ୍ତ ମହାପାତ୍ରଙ୍କୁ ବିଜେପି ପ୍ରାର୍ଥୀ କରିଛି।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button