ଖେଳ ଖବର

ଆଇପିଏଲ୍‌ର ୧୯ତମ ମ୍ୟାଚ୍: ଟସ୍ ଜିତିଲା ରାଜସ୍ଥାନ ରୟାଲର୍ସ, ପ୍ର‌ଥମେ ବୋଲିଂ ନିଷ୍ପତ୍ତି – Kalinga News

[ad_1]

ଜୟପୁର: ଆଇପିଏଲ୍‌ର ୧୯ତମ ମ୍ୟାଚ୍‌ରେ ରାଜସ୍ଥାନ ରୟାଲର୍ସ(ଆର୍‌ଆର୍) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଶନିବାର ମୁହାଁମୁହିଁ ହୋଇଛନ୍ତି। ଜୟପୁରର ସୱାଇ ମାନସିଂ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଟସ୍ ଜିତି ରାଜସ୍ଥାନ ରୟାଲର୍ସ ଅଧିନାୟକ ସଞ୍ଜୁ ସାମସନ୍ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।
ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଅଧିନାୟକ ଫାଫ୍ ଡୁ ଫ୍ଲେସିସଙ୍କ ନେତୃତ୍ବରେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଛି।

 

 

 

 



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button