ଅପରାଧ

ଜିଲ୍ଲା ମୁଖ୍ୟ କାରାଗାରରୁ ୨ କଏଦୀ ଫେରାର – Kalinga News

[ad_1]

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ମୁଖ୍ୟ କାରାଗାର ପାଚେରୀ ଡେଇଁ ଦୁଇ କଏଦୀ ଫେରାର ହୋଇଥିବାର ଖବର ମିଳିଛି। ଦୁଇ  କଏଦୀଙ୍କ ନାମ ସିକନ୍ଦର ଜାଲ ଓ ନୀଳମଣି ବିଭାର। ଉଭୟେ ପୋସ୍କୋ ଆକ୍ଟରେ କାରାଗାରରେ ଥିଲେ। ସକାଳୁ ବଗିଚା କାମ କରୁଥିବା ବେଳେ ପାଚେରୀ ଦେଇ ଚମ୍ପଟ ମାରିଥିଲେ ଦୁଇ କଏଦୀ।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button