ଅପରାଧ

ସୁଧ ଟଙ୍କା ଆଦାୟକୁ ନେଇ ବୋମାମାଡ଼: ଶଶୁର ଓ ବୋହୂ ଗୁରୁତର, ଏସସିବିରେ ଭର୍ତ୍ତି – Kalinga News

[ad_1]

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ  ପଦ୍ମକେଶରପୁର ଗାଁରେ ଗତକାଲି ବିଳମ୍ବିତ ରାତିରେ ବୋମାମାଡ଼ ହୋଇଥିବାର ଖବର ମିଳିଛି। ସୁଧ କାରବାରକୁ ନେଇ ଏକ ଘର ଉପରକୁ ବୋମାମାଡ଼ ହୋଇଥିଲା। ଏଥିରେ୨ଜଣ ଗୁରୁତର ହୋଇଥିଲେ। ଉଭୟେ ହେଲେ ଶଶୁର ଓ ବୋହୂ। ଉଭୟଙ୍କୁ ଉଦ୍ଧାର କରାଯାଇ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।

ଖବର ପାଇ ମଞ୍ଚେଶ୍ୱର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।  ଗାଁରେ ୨ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଥିବା ଜଣାଯାଇଛି। ସୁଧ ଟଙ୍କା ଆଦାୟକୁ ନେଇ ଏହି ବୋମାମାଡ଼ ହୋଇଥିବା ସୂଚନା ମିଳିଛି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button