ରାଜନୀତି
ବିଜେପିରେ ଯୋଗ ଦେଲେ ପୂର୍ବତନ ମହିଳା କମିସନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ଓ ତାଙ୍କ ସ୍ବାମୀ – Kalinga News

[ad_1]
ଭୁବନେଶ୍ବର: ବିଜେପିରେ ମିଶିଲେ ପୂର୍ବତନ ମହିଳା କମିସନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ଓ ତାଙ୍କ ସ୍ବାମୀ ତଥା ବଲାଙ୍ଗୀରର ବରିଷ୍ଠ ଆଇନଜୀବୀ ସରୋଜ ପାଣିଗ୍ରାହୀ। ଏଣେ ନୂଆପଡ଼ାରୁ ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି ବିଜେଡିର ସମ୍ପାଦକ ସରୋଜ ସାହୁ, ଜିଲ୍ଲା ଯୁବ ବିଜେଡି ସଭାପତି ହରିଶ୍ଚନ୍ଦ୍ର ପଣ୍ଡା, ଡ଼ୁମେରପାଣି ସରପଞ୍ଚ ଟିକେରାମ ସାହୁ। ଏମାନଙ୍କ ସହ ଅନେକ ବିଜେଡି କର୍ମୀ ବି ବିଜେପିରେ ସାମିଲ ହୋଇଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp

ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଓ ସାଂସଦ ବସନ୍ତ ପଣ୍ଡାଙ୍କ ସହ ବିଜେପି ଉପସଭାପତି ଗୋଲକ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।
[ad_2]




