ଖେଳ ଖବର

ଟସ୍ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ : ପ୍ରଥମେ ବୋଲିଂ ନିଷ୍ପତ୍ତି – Kalinga News

[ad_1]

ନୂଆଦିଲ୍ଲୀ: ଆଇପିଏଲର ୩୫ତମ ମ୍ୟ‌ାଚ୍‌ରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଏବଂ ସନରାଇଜର୍ସ ହାଇଦ୍ରାବାଦ (ଏସଆରଏଚ) ମଧ୍ୟରେ ମୁକାବିଲା ହେଉଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ ପ୍ୟାଟ୍ କମିନ୍ସଙ୍କ ନେତୃତ୍ବରେ ବ୍ୟାଟିଂ ଆରମ୍ଭ କରିଛି ।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button