ରାଜନୀତି
ଓଡ଼ିଶା ପାଇଁ ଜାରି ହେଲା କଂଗ୍ରେସର ଆଉ ଏକ ତାଲିକା: ଜାଣନ୍ତୁ କାହାକୁ କେଉଁଠାରୁ ମିଳିଲା ଦଳୀୟ ଟିକେଟ୍ – Kalinga News
[ad_1]
ଭୁବନେଶ୍ବର: ଭାରତୀୟ ଜାତୀୟ କଂଗ୍ରେସ ଶନିବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି। ଓଡ଼ିଶାର ୩ ଲୋକସଭା ଓ ୧୬ ବିଧାନସଭା ଆସନ ଦଳ ପ୍ରାର୍ଥୀ ତାଲିକା ଜାରି କରିଛି। ଅଖିଳ ଭାରତୀୟ ଜାତୀୟ କଂଗ୍ରେସ (ଏଆଇସିସି) ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ଏକ ପ୍ରେସ୍ ବିଜ୍ଞପ୍ତିରେ କହିଛନ୍ତି ସମ୍ବଲପୁର ଲୋକସଭା ଆସନରୁ ଦୁଲାଲ ଚନ୍ଦ୍ର ପ୍ରଧାନ, କେନ୍ଦୁଝରରୁ ମୋହନ ହେମ୍ବ୍ରମଙ୍କ ସ୍ଥାନରେ ବିନୋଦ ନାୟକ ଓ ଆସିକାରେ ଦେବକାନ୍ତ ଶର୍ମାଙ୍କୁ ପ୍ରାର୍ଥୀ କରାଯାଇଛି।
[ad_2]




