ଖେଳ ଖବର

ସନରାଇଜର୍ସ ହାଇଦ୍ରାବାଦର ବିସ୍ଫୋରକ ବ୍ୟାଟିଂ: ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ବିଜୟ ଲକ୍ଷ୍ୟ ୨୬୭ ରନ୍ – Kalinga News

[ad_1]

ନୂଆଦିଲ୍ଲୀ: ଆଇପିଏଲର ୩୫ତମ ମ୍ୟ‌ାଚ୍‌ରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଏବଂ ସନରାଇଜର୍ସ ହାଇଦ୍ରାବାଦ (ଏସଆରଏଚ) ମଧ୍ୟରେ ମୁକାବିଲା ହେଉଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ ପ୍ୟାଟ୍ କମିନ୍ସଙ୍କ ନେତୃତ୍ବରେ ବ୍ୟାଟିଂ ଆରମ୍ଭ କରିଥିଲେ।

ସନରାଇଜର୍ସ ହାଇଦ୍ରାବାଦ ବିସ୍ଫୋରକ ବ୍ୟାଟିଂ କରି ଧାର୍ଯ୍ୟ ୨୦ ଓଭରରେ ୭ ୱିକେଟ ହରାଇ ୨୬୬ ରନ୍ କରିଛି। ଫଳରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ବିଜୟ ଲକ୍ଷ୍ୟ ୨୬୭ ରନ୍ ରହିଛି।

ସନରାଇଜର୍ସ ହାଇଦ୍ରାବାଦ ପକ୍ଷରୁ ଟ୍ରାଭିସ୍ ହେଡ୍ ୮୯ ରନ୍, ଅଭିଷେକ ଶର୍ମା ୪୬ ରନ୍, ହେନରିଚ୍ କ୍ଲେସନ ୧୫ ରନ୍, ନୀତୀଶ ରେଡ୍ଡୀ ରନ୍ ୩୭, ଶାହବାଜ ଅହମ୍ମଦ ୫୯ ରନ୍ , ଅବଦୁଲ୍ ସମଦ ୧୩ ରନ୍, ପ୍ୟାଟ୍ କମିନ୍ସ ୧ ରନ୍ କରିଥିଲେ।

 



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button