ରାଜନୀତି
ଏପ୍ରିଲ ୨୪ରେ ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ, ହିଞ୍ଜିଳିରେ କରିବେ ଶକ୍ତି ପ୍ରଦର୍ଶନ – Kalinga News

[ad_1]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୪ରୁ ପ୍ରଚାର ମୈଦାନକୁ ଓହ୍ଲାଇବେ। ସେ ଗଂଜାମ ଜିଲ୍ଲା ହିଂଜିଳି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କରିବେ। ୨୪ ତାରିଖରେ ହିଂଜିଳି ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବାକୁ ଥିବା ବେଳେ ୨୫ ତାରିଖରେ ରାୟଗଡ଼ାରେ ପ୍ରଚାର କରିବାର ସୂଚନା ରହିଛି।

Sambad is now on WhatsApp
Join and get latest news updates delivered to you via WhatsApp
ଗତଥର ଭଳି ଏଥର ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ବିଧାନସଭା ଆସନରୁ ନିର୍ବାଚନ ଲଢ଼ୁଛନ୍ତି। ନିଜର ପାରମ୍ପରିକ ଆସନ ହିଞ୍ଜିଳି ସହ ବଲାଙ୍ଗୀର ଜିଲ୍ଲାର କଂଟାବାଞ୍ଜି ଆସନରୁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି।
[ad_2]