ରାଜନୀତି

ଆସିଲା ବିଜେଡିର ସପ୍ତମ ତାଲିକା: ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା – Kalinga News

[ad_1]

ଭୁବନ‌େଶ୍ବର: ଆଜି ବିଜେଡିର ସପ୍ତମ ତାଲିକା ଘୋଷିତ ହୋଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏଥର ହିନ୍ଦୋଳରୁ ମହେଶ ସାହୁ, ରଘୁନାଥପାଲୀରୁ ଅର୍ଚ୍ଚନା ବେହେରା, ବାଲିକୁଦା ଏରସମାରୁ ସାରଦା ଜେନା, କାକଟପୁରରୁ ତୁଷାରକାନ୍ତି ବେହେରା, ବାଙ୍ଗିରିପୋଷିରୁ ରଂଜିତା ମାର୍ଣ୍ଡି ଓ ବରୀରୁ ବିଶ୍ବରଂଜନ ମଲ୍ଲିକଙ୍କୁ ପ୍ରାର୍ଥୀ କରିଛି ବିଜେଡି।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button