ଅପରାଧ
ମାରଣାସ୍ତ୍ରରେ ଯୁବକଙ୍କୁ ହତ୍ୟା! – Kalinga News

[ad_1]
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ବାଲ୍ୟାସରା-ଷଣ୍ଢମରା ରାସ୍ତାରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମାରଣାସ୍ତ୍ରରେ ଆକ୍ରମଣ କରିବା ପରେ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତକ ବାଲ୍ୟାସରା ଗାଁର ଗଣେଶ ନାହାକ ବୋଲି ସୂଚନା ମିଳିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
[ad_2]




