ଦେଶ- ବିଦେଶ

ମେ’ ୭ ପର୍ଯ୍ୟନ୍ତ ଜେଲରେ ରହିବେ କେଜ୍ରିୱାଲ, କେ କବିତା – Kalinga News

[ad_1]

ନୂଆଦିଲ୍ଲୀ : ଦିଲ୍ଲୀ କୋର୍ଟ ମଙ୍ଗଳବାର ଦିନ ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ଭାରତ ରାଷ୍ଟ୍ର ସମିତି ନେତ୍ରୀ କେ କବିତାଙ୍କ ନ୍ୟାୟିକ ହାଜତ ମିଆଦ ଆସନ୍ତା ମେ’ ୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। କେଜ୍ରିୱାଲ ଏବଂ କବିତାଙ୍କ ରିମାଣ୍ଡ ଶେଷ ହେବାପରେ ସେମାନଙ୍କୁ ଆଜି ଭିଡିଓ କନଫରେନ୍ସ ଦ୍ବାରା କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ସେମାନଙ୍କ ହାଜତ ମିଆଦକୁ ପୁଣିଥରେ ବୃଦ୍ଧି କରିଦେଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଉଭୟ କେଜ୍ରିୱାଲ ଏବଂ କବିତା ଗିରଫ ହୋଇ ଜେଲରେ ଅଛନ୍ତି।

[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button