ରାଜନୀତି
ନିର୍ବାଚନ ପ୍ରଚାର ପାଇଁ ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ – Kalinga News

[ad_1]
ହିଞ୍ଜିଳି: ନିର୍ବାଚନ ପ୍ରଚାର ପାଇଁ ନିଜ ନିର୍ବାଚନ କ୍ଷେତ୍ର ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚଛନ୍ତି। ସେ ଏକ ସ୍ୱତନ୍ତ୍ର ବିମାନରେ ଯାଇ ହିଞ୍ଜିଳିରେ ପହଞ୍ଚିଛନ୍ତି। ତାଙ୍କ ସହ ୫ଟି ଅଧ୍ୟକ୍ଷ ଭି .କେ.ପାଣ୍ଡିଆନ୍ ମଧ୍ୟ ଯାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଗଞ୍ଜାମରୁ ପ୍ରାର୍ଥୀ ହୋଇଥିବା ସମସ୍ତ ଲୋକସଭା ଓ ବିଧାନସଭା ପ୍ରାର୍ଥୀ ମଧ୍ୟ ଉପସ୍ଥିତ ଅଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ଏଥିପାଇଁ ସେଠାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ପ୍ରଥମେ ହିଞ୍ଜିଳି ଓ ପରେ ଶେରଗଡ଼ରେ ବିଶାଳ ଜନସମାବେଶକୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିବେ। ୨୦୨୪ ସାଧାରଣ ନିର୍ବାଚନ ପାଇଁ ଆଜିଠାରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିପାଇଁ ହିଞ୍ଜିଳି ବିଜେଡି କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।
[ad_2]




