ରାଜନୀତି

ବାରବାଟୀ କଟକରୁ କଂଗ୍ରେସ ପ୍ରାର୍ଥୀ ହୋଇପାରନ୍ତି ମୋକିମଙ୍କ ଝିଅ! – Kalinga News

[ad_1]

କଟକ: ନିର୍ବାଚନ ଲଢ଼ିବାର ସମ୍ଭାବନ ଶେଷ ହୋଇଥିବାରୁ ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମ ତାଙ୍କ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ କଂଗ୍ରେସ ଦଳ ପକ୍ଷରୁ ପ୍ରାର୍ଥୀ କରିବାକୁ ଚାହଁଥିବା ଜଣାଯାଇଛି। ତେବେ ଏନେଇ ସେ ସିଧାସଳଖ ମୁହଁ ଖୋଲିନାହାନ୍ତି। ତେବେ ନୂଆଦିଲ୍ଲୀରୁ ଫେରିବା ପରେ ମୋକିମଙ୍କ ଘରେ ସମର୍ଥକଙ୍କୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମୋକିମଙ୍କ ଜାଗାରେ ତାଙ୍କ ଝିଅ ସୋଫିଆଙ୍କୁ ପ୍ରାର୍ଥୀ କରିବାକୁ ସହମତି ପ୍ରକାଶ ପାଇଥିବା ଚର୍ଚ୍ଚା ହେଉଛି। ଏନେଇ ହାଇକମାଣ୍ଡଙ୍କୁ ଜଣାଇବାକୁ ବୈଠକରେ ନିଷ୍ପତ୍ତି ହୋଇଥିବା ସୂଚନା ରହିଛି।

 

 



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button