ରାଜନୀତି

ଆଜି ଆସୁଛନ୍ତି ଅମିତ ଶାହ: ସୋନପୁରରୁ ଆରମ୍ଭ କରିବେ ପ୍ରଚାର – Kalinga News

[ad_1]

ସୋନପୁର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସି ସୋନପୁରରେ ନିର୍ବାଚନ ବିଗୁଲ୍‌ ଫୁଙ୍କିବେ। ପ୍ରଚାର ପାଇଁ ଶ୍ରୀ ଶାହଙ୍କର ଏହା ପ୍ରଥମ ଗସ୍ତ ହୋଇଥିବାରୁ ରାଜ୍ୟ ବିଜେପିର ନେତା ଓ କର୍ମୀ ଉତ୍ସାହିତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ପ୍ରତି ତାଙ୍କର କିପରି ଆଭିମୁଖ୍ୟ ରହିବ, ତାହା ଉପରେ ସମସ୍ତଙ୍କ ନଜର ରହିଛି। ଶ୍ରୀ ଶାହ ଅପରାହ୍ନ ୩ଟାରେ ରାମେଶ୍ୱର ଷ୍ଟାଡିୟମଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ। ସଭାରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଦଳର ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜ୍ୟସ୍ତରୀୟ ଶୀର୍ଷ ନେତା ଯୋଗଦେବାର କାର୍ଯ୍ୟକ୍ରମ ରହିଛି।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button