ରାଜସ୍ଥାନ ରୟାଲ୍ସ ପାଇଁ ବିଜୟ ଲକ୍ଷ୍ୟ ୧୯୭ ରନ୍ – Kalinga News

[ad_1]
ଲକ୍ଷ୍ନୌ: ଆଇପିଏଲ୍ର ୪୪ତମ ମ୍ୟାଚ୍ରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍ (ଏଲଏସଜି) ଏବଂ ରାଜସ୍ଥାନ ରୟାଲ୍ସ(ଆରଆର) ମୁହାଁମୁହିଁ ହୋଇଛନ୍ତି। ଲକ୍ଷ୍ନୌର ଭାରତ ରତ୍ନ ଶ୍ରୀ ଅଟଳ ବିହାରୀ ବାଜପ୍ରେୟୀ ଏକନ୍ନା କ୍ରିକେଟ ଷ୍ଟାଡିୟମ୍ରେ ଖେଳାଯାଉଥିବା ଏହି ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍ ଅଧିନାୟକ କେଏଲ ରାହୁଲଙ୍କ ନେତୃତ୍ବରେ ବ୍ୟାଟିଂ ଆରମ୍ଭ କରିଥିଲା।

Sambad is now on WhatsApp
Join and get latest news updates delivered to you via WhatsApp
ଧାର୍ଯ୍ୟ ୨୦ ଓଭରରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍ ୫ ୱିକେଟ ହରାଇ ୧୯୬ ରନ୍ କରିଛି। ଫଳରେ ରାଜସ୍ଥାନ ରୟାଲ୍ସ ପାଇଁ ବିଜୟ ଲକ୍ଷ୍ୟ ୧୯୭ ରନ୍ ରହିଛି।
ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍ ପକ୍ଷରୁ କ୍ୟୁଟୋନ୍ ଡେ କକ୍ ୮ ରନ୍ କରିଥିବାବେଳେ କେଏଲ ରାହୁଲ ରନ୍, ଦିପକ ହୁଡା ୫୦ ରନ୍, ନିକୋଲସ ପୁରନ୍ ୧୧ ରନ୍, ଆୟୂଷ ବାଦୋନି ୧୮ ରନ ଏବଂ କ୍ରୁଣାଳ ପାଣ୍ଡ୍ୟା ୧୫ ରନ୍ କରିଥିଲେ।
[ad_2]