ଅପରାଧ

ପୁଲିସ ଏନକାଉଣ୍ଟରରେ ୪ ମାଓବାଦୀ ନିପାତ – Kalinga News

[ad_1]

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ନାରାୟଣପୁର ଆବୁଜମାଡ଼ ଜଙ୍ଗଲରେ  ପୁଲିସ ଏନକାଉଣ୍ଟରରେ ୪ ଜଣ ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଆଜି ସକାଳେ  ପୁଲିସ ଏବଂ ନକ୍ସଲ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଗତକାଲି ରାତିରେ ନକ୍ସଲସେଠାରେ କ୍ୟାମ୍ପ କରି ରହିଥିବା ପୁଲିସ ଖବର ପାଇବା ପରେ ଯବାନ ସର୍ଚ୍ଚ ଅପରେସନରେ ବାହାରିଥିଲେ। ଏଠାରେ ଏନକାଉଣ୍ଟରରେ ୪ ମାଓବାଦୀ ଟଳିଥିଲେ।।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button