ରାଜନୀତି

ଲୋକସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବେ ଅପରାଜିତା-ଧର୍ମେନ୍ଦ୍ର-ଅରୁପ-ମନ୍ମଥ – Kalinga News

[ad_1]

ଭୁବନେଶ୍ବର/ସମ୍ବଲପୁର/ପୁରୀ: ବୁଧବାର ଲୋକସଭା ନିର୍ବାଚନ ପାଇଁ ୪ ହେଭିୱେଟ ନେତା ନାମାଙ୍କନ ଦାଖଲ କରିବେ। ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ନାମାଙ୍କନ ଦାଖଲ କରିବେ ।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବେ । ମା ସମଲେଶ୍ବରୀଙ୍କ ଦର୍ଶନ କରିବା ପରେ ନାମାଙ୍କନ ପତ୍ର ଦାଖଲ କରିବାକୁ ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯିବେ। ପୁରୀ ଲୋକସଭା ଆସନରୁ ଅରୁପ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିବେ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button