ରାଜନୀତି

କଣ୍ଟାବାଞ୍ଜି ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ – Kalinga News

[ad_1]

ବଲାଙ୍ଗୀର: ଗୁରୁବାର ବଲାଙ୍ଗୀରର କଣ୍ଟାବାଞ୍ଜି ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାମାଙ୍କନ ଦାଖଲ କରିଛନ୍ତି । ଗଞ୍ଜାମର ହିଞ୍ଜିଳି ବିଧାନସଭା ଆସନ ପରେ ମୁଖ୍ୟମନ୍ତ୍ରୀ କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଦାଖଲ କରିଛନ୍ତି। ଶୋଭାଯାତ୍ରାରେ ଟିଟଲାଗଡ଼ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ମୁଖ୍ୟମନ୍ତ୍ରୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button