ରାଜନୀତି

ଆର୍ଥିକ ସହାୟତା ନ ମିଳିବାରୁ କଂଗ୍ରେସ ଟିକେଟ୍ ଫେରାଇଲେ ପୁରୀ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି – Kalinga News

[ad_1]

ଭୁବନେଶ୍ବର: ପୁରୀ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି କଂଗ୍ରେସ ଟିକେଟ୍ ଫେରାଇଥିବା ଜଣାଯାଇଛି। ପୁରୀ କଂଗ୍ରେସ ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଏନେଇ କହିଛନ୍ତି ଯେ ସେ ଯେଉଁଆଡ଼େ ଯାଉଛନ୍ତି, ସେଠି ଲୋକଙ୍କ ଶ୍ରଦ୍ଧା ମିଳୁଛି, କିନ୍ତୁ ଅର୍ଥ ନଥିଲେ ନିର୍ବାଚନ ପ୍ରଚାର ସମ୍ଭବ ନୁହେଁ। ଦଳ ପକ୍ଷରୁ କୌଣସି ଆର୍ଥିକ ସହାୟତା ନ ମିଳିବା କାରଣରୁ ସେ ଟିକେଟ ଫେରାଇବା ଲାଗି ନିଷ୍ପତ୍ତି ନେଇଛନ୍ତି। ସୁଚରିତା ମହାନ୍ତି ଆହୁରି କହିଛନ୍ତି ଯେ ସେ ଏଆଇସିସିସକୁ ‌ପୁରୀ ଲୋକସଭା ଅନ୍ତର୍ଗତ ୭ରୁ ୪ଟି ବିଧାନସଭା କ୍ଷେତ୍ରରେ ପ୍ରାର୍ଥୀ ବଦଳାଇବା ଲାଗି ଜଣାଇଥିଲେ। ହେଲେ ସେଭଳି କରାଗଲା ନାହିଁ।

ଏନେଇ ସେ ଇମେଲ ଯୋଗେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଓ ଦଳର ସଂଗଠନ ସାଧାରଣ ସମ୍ପାଦକ କେସି ବେଣୁଗୋପାଳଙ୍କୁ ଜଣାଇଛନ୍ତି।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button