ଅପରାଧ

ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ: ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ – Kalinga News

[ad_1]

ଭୁବନେଶ୍ବର: ରାଜଧାନୀରେ ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିବାର ଖବର ମିଳିଛି।।ଆଜି ସକାଳେ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର ହୋଇଛି। ଭରତପୁର ଥାନା ଅଧୀନ ଏକ ବସ୍ତିରେ ଏହି ଅଘଟଣଘଟିଛି। ମୃତ ଯୁବତୀ ହେଲେ ବିଷ୍ଣୁପ୍ରିୟା ରାଉତ। ଅନ୍ୟ ଜଣେ ଯୁବତୀଙ୍କ ସେ ସହ ଭଡାରେ ରହୁଥିଲେ। ଗତ ଗୁରୁବାର ବିଷ୍ଣୁପ୍ରିୟାଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ସେପଟେ ବିଷ୍ଣୁପ୍ରିୟାଙ୍କ ସହ ରହୁଥିବା ଯୁବତୀ ଫେରାର ଅଛନ୍ତି।

ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି। ଘଟଣା ସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ପହଞ୍ଚିି ତଦନ୍ତ କରୁଥିବାବେଳେ ହତ୍ୟା ଅଭିଯୋଗକୁ ଖଣ୍ଡନ କରିଛି ଭରତପୁର ପୁଲିସ। ଏହା ଏକ ଆତ୍ମହତ୍ୟା ଘଟଣା ବୋଲି ପୁଲିସ ସୂଚନା ଦେଇଛି ।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button