ଖେଳ ଖବର

ଟସ୍ ଜିତିଲା ପଞ୍ଜାବ କିଙ୍ଗସ୍ : ପ୍ରଥମେ ବୋଲିଂ – Kalinga News

[ad_1]

ଧର୍ମଶାଳା: ଆଇପିଏଲର ୫୩ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ୍(ପିବିକେଏସ) ଏବଂ ଚେନ୍ନାଇ ସୁପର କିଙ୍ଗସ୍(ସିଏସକେ) ମୁହାଁମୁହିଁ ହୋଇଛନ୍ତି। ହିମାଚଳ ପ୍ରଦେଶର ଧର୍ମଶାଳାର ହିମାଚଳ ପ୍ରଦେଶ କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଟସ୍ ଜିତି ପଞ୍ଜାବ କିଙ୍ଗସ୍ ଅଧିନାୟକ ସାମ୍ କୁରେନ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଚେନ୍ନାଇ ସୁପର କିଙ୍ଗସ୍ ଅଧିନାୟକ ଋତୁରାଜ ଗାଏକ୍ବାଡଙ୍କ ନେତୃତ୍ବରେ ବ୍ୟାଟିଂ ଆରମ୍ଭ କରିଛି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button