ଅପରାଧ
ଝାରସୁଗୁଡ଼ାରେ ଟ୍ରିପଲ୍ ମର୍ଡର, ଗୁଳି କରି ଗୋଟିଏ ପରିବାର ସଦସ୍ୟଙ୍କୁ ହତ୍ୟା – Kalinga News

[ad_1]
ଝାରସୁଗୁଡ଼ା: ଝାରସୁଗୁଡ଼ାରେ ଗୋଟିଏ ପରିବାରର ୩ ଜଣ ସଦସ୍ୟଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ବାଣୀପାହାଡ଼ ଜଙ୍ଗଲ ପାଖରେ ଏକ କାର୍ରେ ମୃତକମାନେ ବସିଥିବା କୁହାଯାଉଛି। ଏହି ସମୟରେ ସେମାନଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଲଖନପୁର ଥାନା ଆଦର୍ଶ ବିଦ୍ୟାଳୟ ବାଣୀପାହାଡ଼ ନିକଟରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକମାନେ ବ୍ରଜରାଜନଗରର ବୋଲି ଜଣାପଡ଼ିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
[ad_2]