ରାଜନୀତି

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ଗଡକରୀ – Kalinga News

[ad_1]

ପୁରୀ: କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର ପୁରୀରେ ପହଞ୍ଚିଛନ୍ତି। ପ୍ରଥମେ ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଛନ୍ତି । ଏହାପରେ ଶ୍ରୀମନ୍ଦିରରୁ ବାହାରି ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବାସଗୃହକୁ ଯାଇଛନ୍ତି।

ଅପରାହ୍ଣରେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ବିଜେପିର ପ୍ରଚାର ବିରାଟ ସମାବେଶକୁ ସେ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button