ରାଜ୍ୟ
୨୦ରେ ପୁଣି ଓଡ଼ିଶା ଆସୁଛନ୍ତି ମୋଦି, ପୁରୀରେ କରିବେ ରୋଡ଼ ସୋ – Kalinga News

[ad_1]
ଭୁବନେଶ୍ୱର : ୨୦ରେ ପୁଣି ଓଡ଼ିଶା ଆସୁଛନ୍ତି ମୋଦି । ପୁରୀରେ ରୋଡ଼ ସୋ କରିବେ ପ୍ରଧାନମନ୍ତ୍ରୀ ମୋଦି । ଅନୁଗୁଳ ଓ କଟକରେ ବିଶାଳ ଜନସଭା କରିବେ ପିଏମ ମୋଦି । ସେହିପରି ଆସନ୍ତା ୧୫ ତାରିଖ ଦିନ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ମଧ୍ୟ ପୁଣି ଓଡ଼ିଶା ଆସୁଛନ୍ତି । ରାଉରକେଲା, କଣ୍ଟାବାଞ୍ଜି, ଆସ୍କାରେ ସଭା କରିବେ ଶାହ ।
୧୭ ତାରିଖ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ସୁନ୍ଦରଗଡ଼, ହିଞ୍ଜିଳି ଓ ପଦ୍ମପୁରରେ ବିଶାଳ ଜନସଭା କରିବେ । ଓଡ଼ିଶାରେ ବିଜେପି ସରକାର କରିବ । ଗରିବ ଲୋକ ମୋଦିଙ୍କ ଯୋଜନାର ସୁବିଧା ପାଇବେ । ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ଏ ନେଇ ସୂଚନା ଦେଇଛନ୍ତି ।
The post ୨୦ରେ ପୁଣି ଓଡ଼ିଶା ଆସୁଛନ୍ତି ମୋଦି, ପୁରୀରେ କରିବେ ରୋଡ଼ ସୋ appeared first on KNews Odisha.
[ad_2]