ଖେଳ ଖବର

ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍ ପାଇଁ ବିଜୟ ଲକ୍ଷ୍ୟ ୨୦୯ ରନ୍ – Kalinga News

[ad_1]

ନୂଆଦିଲ୍ଲୀ: ଆଇପିଏଲ୍‌ର ୬୪ତମ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍(ଏଲଏସଜି) ମୁହାଁମୁହିଁ ହୋଇଛନ୍ତି। ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍ ଅଧିନାୟକ କେଏଲ ରାହୁଲ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତଙ୍କ ନେତୃତ୍ବରେ ବ୍ୟାଟିଂ ଆରମ୍ଭ କରିଥିଲା।

ଦିଲ୍ଲୀ କ୍ୟାପିଟାଲ୍ସ ଧାର୍ଯ୍ୟ ୨୦ ଓଭରରେ ୪ ୱିକେଟ ହରାଇ ୨୦୮ ରନ୍ କରିଛି। ଫଳରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍ ପାଇଁ ବିଜୟ ଲକ୍ଷ୍ୟ ୨୦୯ ରନ୍ ରହିଛି।

ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ଅଭିଷେକ ପ‌ୋରେଲ ୫୮ ରନ୍, ସାଇ ହୋପ୍ ୩୮ ରନ୍, ରିଷଭ ପନ୍ତ ୩୩ ରନ୍, ଟ୍ରିଷ୍ଟନ ଷ୍ଟବସ୍ ୫୭ ରନ୍, ଅକ୍ଷର ପଟେଲ ୧୪ ରନ୍ କରିଥିଲେ।

 

 



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button