ଅପରାଧ
ପୋଷ୍ଟର ମରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ: ୪ ଗୁରୁତରଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର – Kalinga News

[ad_1]
ବ୍ରହ୍ମପୁର: ଗଂଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଶ୍ରୀକୃଷ୍ଣଶରଣପୁର ଗ୍ରାମରେ ପୋଷ୍ଟର ମରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏହି ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ପୂର୍ଣ୍ଣଚନ୍ଦ୍ର ପାହାନାଙ୍କ ୩ ପୁଅ ଦିଲୀପ, ଜିତେନ୍ଦ୍ର ଓ ବାପୁଜୀ। ଏହା ସହିତ ଅଭିମନ୍ୟୁ ପାହାନ ମଧ୍ୟ ଆହତ ହୋଇଛନ୍ତି। ସମସ୍ତଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରାଯାଇଛି। ଖଲିକୋଟ ମେଡିକାଲରେ ପ୍ରାଥମିକ ଚିକିତ୍ସା କରି ସମସ୍ତଙ୍କୁ ବ୍ରହ୍ମପୁର ଡାକ୍ତରଖାନା ପଠାଯାଇଛି।

Sambad is now on WhatsApp
Join and get latest news updates delivered to you via WhatsApp
ଏହି ଘଟଣାକୁ ନେଇ ମେଡିକାଲରେ ବିଜେଡି ଓ ବିଜେପିର ନେତା ପହଁଞ୍ଚହିଛନ୍ତି, ଆହତମାନେ ବିଜେପି ସମର୍ଥକ ବୋଲି ଜଣାପଡ଼ିଛି।
[ad_2]