ରାଜନୀତି
ବିଜେପି ଛାଡ଼ିଲେ ରମାରଞ୍ଜନ – Kalinga News

[ad_1]
ସତ୍ୟବାଦୀ: ବିଜେପି ମୁଖପାତ୍ର ତଥା ସତ୍ୟବାଦୀର ପୂର୍ବତନ ବିଧାୟକ ରମା ରଞ୍ଜନ ବଳିୟାର ସିଂ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି। ସେ ନିଜ ଇସ୍ତଫା ପତ୍ରକୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଛନ୍ତି।
[ad_2]