ରାଜନୀତି
ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବିଜେପିରୁ ବିଜୟ ମହାପାତ୍ର ବହିଷ୍କୃତ – Kalinga News

[ad_1]
ଭୁବନେଶ୍ବର: ବରିଷ୍ଠ ନେତା ବିଜୟ ମହାପାତ୍ର ଭାରତୀୟ ଜନତା ପାର୍ଟି (ବିଜେପି)ରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବିଜୟଙ୍କୁ ବିଜେପି ବହିଷ୍କାର କରିଛି। ବିଜୟ ମହାପାତ୍ର ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଥିଲେ। ଚଳିତ ବିଧାନସଭା ନିର୍ବାଚନରେ ବିୟଜଙ୍କ ପୁଅ ଅରବିନ୍ଦ ମହାପାତ୍ର ପାଟକୁରା ଆସନରୁ ବିଜେଡି ଟିକେଟରେ ଅବତୀର୍ଣ୍ଣ ହୋଇଛନ୍ତି।

Sambad is now on WhatsApp
Join and get latest news updates delivered to you via WhatsApp
ସେହିପରି ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକଙ୍କୁ ମଧ୍ୟ ବିଜେପି ବିଦା କରିଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଉଭୟଙ୍କୁ ବହିଷ୍କାର କରାଯାଇଛି। ମାହାଙ୍ଗାର ଶାରଦା ପ୍ରଧାନ ଓ ସୋରର ରାକେଶ ମଲ୍ଲିକ ଟିକେଟ ନପାଇବାରୁ ଚଳିତ ନିର୍ବାଚନରେ ସ୍ୱାଧୀନ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।
[ad_2]