ରାଜନୀତି
ଭୋଟ୍ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କହିଲେ ବିଜେଡ଼ି ସଂଖ୍ୟା ଗରିଷ୍ଠତା ହାସଲ କରିବ – Kalinga News

[ad_1]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବିଧାନସଭା ମତଦାନ କେନ୍ଦ୍ରରେ ଭୋଟ୍ ଦେଇଛନ୍ତି। ଭୋଟ୍ ଦେବାପରେ ସେ କାଳି ଲଗା ଆଙ୍ଗୁଳି ଦେଖାଇଥିଲେ। ଏହା ସହିତ ସେ ଭୋଟରଙ୍କୁ ବହୁ ସଂଖ୍ୟାରେ ଆସି ନିଜ ମତଦାନ ଅଧିକାର ସାବ୍ୟସ୍ତ କରିବାକୁ ଅନୁରୋଧ କରିଥିଲେ। ବିଜେଡି ରାଜ୍ୟରେ ସଂଖ୍ୟା ଗରିଷ୍ଠତା ହାସଲ କରିବ ବୋଲି ସେ ଗଣମାଧ୍ୟମକୁ କହିଥିଲେ।
[ad_2]




