ରାଜନୀତି

ପୁଣି ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ – Kalinga News

[ad_1]

ଭୁବନେଶ୍ବର: ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ। ୨୮ରେ  ଓ ୨୯ ଆସିବେ ପ୍ରଧାନମନ୍ତ୍ରୀ ମୋଦୀ। ୨୮ରେ  ଶ୍ରୀ ଶାହ ୩ଟି ଜନସଭାକୁ ସମ୍ବୋଧନକୁ କରିବେ। ଚାନ୍ଦବାଲି, କୋରୋଇ ଓ ନିମାପଡ଼ାରେ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ। ସେହିପରି ୨୯ରେ ପ୍ରଧାନମନ୍ତ୍ରୀ ଦିନିକିଆ ଗସ୍ତରେ ଆସି ବାରିପଦା ଛଉ ପଡ଼ିଆରେ ଦିନ ୧୨ଟା ବିଶାଳ ଜନସଭାକୁ ସମ୍ବୋଧିତ କରିବା ପରେ ଦିନ ୩ଟା ୩୦ ବାଲେଶ୍ୱରରେ ସେ ଉଦବୋଧନ ଦେବେ। ପରେ ସେ କେନ୍ଦ୍ରାପଡ଼ାରେ ଜନସଭାରେ ଯୋଗ ଦେବେ।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button