ରାଜନୀତି

ଆଜି ଓଡ଼ିଶା ଆସୁଛନ୍ତି ରାହୁଲ: ଭଦ୍ରକ-ବାଲେଶ୍ବରରେ କରିବେ ପ୍ରଚାର – Kalinga News

[ad_1]

ଭୁବନେଶ୍ବର: ଦେଶର ସପ୍ତମ ତଥା ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ସରୁଛି। ଏନେଇ ରାଜ୍ୟରେ ବିଜେଡି, ବିଜେପି, କଂଗ୍ରେସ ସମେତ ସମସ୍ତ ପ୍ରମୁଖ ଦଳର ଷ୍ଟାର ପ୍ରଚାରକ ନେତାମାନେ ମାରାଥନ ପ୍ରଚାର କରି ଭୋଟରଙ୍କୁ ଆକୃଷ୍ଟ କରିବାକୁ ସବୁ ଶକ୍ତି ଲଗାଇ ଦେଇଛନ୍ତି ।

ପ୍ରଚାରର ଶେଷ ଦିନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓଡିଶା ଆସୁଛନ୍ତି । ସେ ଭଦ୍ରକ-ବାଲେଶ୍ବର ଲୋକସଭା ଆସନରେ ପ୍ରଚାର କରିବେ।ଭଦ୍ରକର ସିମୁଳିଆରେ ଏକ ଜନସଭାକୁ ସମ୍ବୋଧିତ କରି କଂଗ୍ରେସ ସାଂସଦ ପ୍ରାର୍ଥୀ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ।



[ad_2]

Kalinga News

Related Articles

Leave a Reply

Your email address will not be published. Required fields are marked *

Back to top button