ରାଜନୀତି
ପୂର୍ବାହ୍ନ ୧୧ଟା ସୁଦ୍ଧା ଓଡ଼ିଶାରେ ୨୨.୯୭ ପ୍ରତିଶତ ମତଦାନ – Kalinga News
[ad_1]
ଭୁବନେଶ୍ବର: ଶେଷ ପର୍ଯ୍ୟାୟରେ ଶନିବାର ରାଜ୍ୟର ୬ ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ମତଦାନ ଜାରି ରହିଛି । ମିଳିଥିବା ସୂଚନା ମୁତାବକ ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୨.୯୭ ପ୍ରତିଶତ ମତଦାନ ହୋଇଛି ।
Sambad is now on WhatsApp
Join and get latest news updates delivered to you via WhatsApp
ବାଲେଶ୍ୱରରେ ୨୭.୮୪%, ଭଦ୍ରକରେ ୧୯.୪୬%, ଜଗତସିଂପୁରରେ ୨୧.୭୬% ଭୋଟ ଦାନ ହୋଇଛି । ସେହିପରି ଯାଜପୁରରେ ୧୯.୨୪%, କେନ୍ଦ୍ରାପଡାରେ ୨୨.୩୯%, ମୟୂରଭଞ୍ଜରେ ୨୨.୪୬% ମତଦାନ ହୋଇଛି ।
[ad_2]