ରାଜନୀତି
ଭୁବନେଶ୍ୱର ସଂସଦୀୟ କ୍ଷେତ୍ରର ୫ଟି ବିଧାନସଭାର ଭୋଟ ଗଣତି ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟରେ – Kalinga News

[ad_1]
ଭୁବନେଶ୍ୱର: ଭୁବନେଶ୍ୱର ସଂସଦୀୟ କ୍ଷେତ୍ରର ୫ ଟି ବିଧାନସଭା କ୍ଷେତ୍ର ଯଥା ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର, ଭୁବନେଶ୍ୱର- ଏକାମ୍ର ଓ ଜଟଣୀ ନିର୍ବାଚନ ମଣ୍ଡଳୀର ଭୋଟ ଗଣତି ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟ ହେବ। ଏଥିପାଇଁ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟରେ ଭୋଟ ଗଣତି ପାଇଁ ନିୟୋଜିତ ହୋଇଥିବା ଅଫିସରମାନେ ଆସି ପହଞ୍ଚି ସାରିଲେଣି। ପୂର୍ବାହ୍ନ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ।
[ad_2]